Psalms 73:9 — Compare Translations

5 translations compared side by side

Odia - 1840
"ସହେି ଗର୍ବୀ ଲୋକମାନେ ନିଜକୁ ଦବେତା ବୋଲି ଭାବନ୍ତି। ସମାନେେ ଭାବନ୍ତି ସମାନେେ ହେଉଛନ୍ତି ଏହି ଭୂଖଣ୍ଡର ଅଧିପତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆକାଶରେ ଆପଣା ଆପଣା ମୁଖ ରଖିଅଛନ୍ତି ଓ ସେମାନଙ୍କ ଜିହ୍ଵା ପୃଥିବୀରେ ଭ୍ରମଣ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଗର୍ବୀ ଲୋକମାନେ ନିଜକୁ ଦେବତା ବୋଲି ଭାବନ୍ତି। ସେମାନେ ଭାବନ୍ତି ସେମାନେ ହେଉଛନ୍ତି ଏହି ଭୂଖଣ୍ଡର ଅଧିପତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆକାଶରେ ଆପଣା ଆପଣା ମୁଖ ରଖିଅଛନ୍ତି ଓ ସେମାନଙ୍କ ଜିହ୍ୱା ପୃଥିବୀରେ ଭ୍ରମଣ କରେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆକାଶରେ ଆପଣା ଆପଣା ମୁଖ ରଖିଅଛନ୍ତି ଓ ସେମାନଙ୍କ ଜିହ୍ୱା ପୃଥିବୀରେ ଭ୍ରମଣ କରେ।