Psalms 74:1 — Compare Translations

5 translations compared side by side

Odia - 1840
"ପରମେଶ୍ବର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ଯାଗ କଲ? ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ୟେ ତୁମ୍ଭର ନିଜ ଦଳ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆସଫର ମସ୍କୀଲ୍ । ହେ ପରମେଶ୍ଵର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି?
Odia Bible ERV 2004 (ପବିତ୍ର ବାଇବଲ)
ଆସଫର ମସ୍କୀଲ୍। ପରମେଶ୍ୱର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ୟାଗ କଲ? ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ଯେ ତୁମ୍ଭର ନିଜ ଦଳ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି?
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି?