Psalms 74:10 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ଶତ୍ରୁମାନେ କେତକୋଳ ତୁମ୍ଭର ନିନ୍ଦା କରିବେ? ତୁମ୍ଭେ ଚିରଦିନ କ'ଣ ତୁମ୍ଭର ଶତ୍ରୁମାନଙ୍କୁ ଅପମାନ କରିବା ପାଇଁ ସୁଯୋଗ ଦବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ବିପକ୍ଷ କେତେ କାଳ ନିନ୍ଦା କରିବ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ?
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଶତ୍ରୁମାନେ କେତେକାଳ ତୁମ୍ଭର ନିନ୍ଦା କରିବେ? ତୁମ୍ଭେ ଚିରଦିନ କ’ଣ ତୁମ୍ଭର ଶତ୍ରୁମାନଙ୍କୁ ଅପମାନ କରିବା ପାଇଁ ସୁଯୋଗ ଦେବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ବିପକ୍ଷ କେତେ କାଳ ନିନ୍ଦା କରିବ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ?
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ବିପକ୍ଷ କେତେ କାଳ ନିନ୍ଦା କରିବ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ?