Psalms 74:11 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆମ୍ଭମାନଙ୍କୁ କାହିଁକି, ସାହାୟ୍ଯ କରିବ ନାହିଁ? ତୁମ୍ଭେ ଆପଣା ମହାଶକ୍ତିକୁ ବ୍ଯବହାର କରି ଶତ୍ରୁମାନଙ୍କୁ ପରାଜଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ? ଆପଣା ବକ୍ଷଃସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆମ୍ଭମାନଙ୍କୁ କାହିଁକି, ସାହାଯ୍ୟ କରିବ ନାହିଁ? ତୁମ୍ଭେ ଆପଣା ମହାଶକ୍ତିକୁ ବ୍ୟବହାର କରି ଶତ୍ରୁମାନଙ୍କୁ ପରାଜୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ? ଆପଣା ବକ୍ଷସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ? ଆପଣା ବକ୍ଷଃସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର।