Psalms 74:12 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭେ ଆମ୍ଭମାନଙ୍କର ପୂର୍ବାବଧି ରାଜା ହେଉଅଛ। ଏହି ଦେଶରେ ବହୁତ ୟୁଦ୍ଧରେ ଜିତିବାରେ ଆମ୍ଭକୁ ସାହାୟ୍ଯ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ଵର ପୂର୍ବରୁ ଆମ୍ଭର ରାଜା ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କର ପୂର୍ବାବଧି ରାଜା ହୋଇଅଛ। ଏହି ଦେଶରେ ବହୁତ ଯୁଦ୍ଧରେ ଜିତିବାରେ ଆମ୍ଭକୁ ସାହାଯ୍ୟ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ୱର ପୂର୍ବରୁ ଆମ୍ଭର ରାଜା ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ୱର ପୂର୍ବରୁ ଆମ୍ଭର ରାଜା ଅଟନ୍ତି।