Psalms 74:13 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭେ ଆପଣା ମହାନ୍ ଶକ୍ତିକୁ ବ୍ଯବହାର କରି ଲୋହିତ ସମୁଦ୍ରକୁ ଦୁଇଭାଗ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ଆପଣା ମହାନ ଶକ୍ତିକୁ ବ୍ୟବହାର କରି ଲୋହିତ ସମୁଦ୍ରକୁ ଦୁଇଭାଗ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;