Psalms 74:14 — Compare Translations
5 translations compared side by side
Odia - 1840
"ତୁମ୍ଭେ ସମୁଦ୍ରରେ ଥିବା ମହାନ୍ ରାକ୍ଷସକୁ ବଧ କଲ। ତୁମ୍ଭେ ଲିବିଯାଥନର ମସ୍ତକ ଖଣ୍ଡଖଣ୍ଡ କରି କାଟି ପକାଇଲ। ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ତ ଖଣ୍ତ କରି ଭାଙ୍ଗି ପକାଇଲ, ତୁମ୍ଭେ ମରୁଭୂମିନିବାସୀମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସମୁଦ୍ରରେ ଥିବା ମହାନ ରାକ୍ଷସକୁ ବଧ କଲ। ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡଖଣ୍ଡ କରି କାଟି ପକାଇଲ। ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲ, ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲ, ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।