Psalms 74:15 — Compare Translations

5 translations compared side by side

Odia - 1840
"ତୁମ୍ଭେ ନଦୀ ଓ ଝରଣା ସୃଷ୍ଟିକରି ସେଥିରୁ ପାଣି ବୁହାଇଲ ଏବଂ ତୁମ୍ଭେ ନଦୀସବୁକୁ ଶୁଷ୍କ କରାଇଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନଦୀ ଓ ଝରଣା ସୃଷ୍ଟିକରି ସେଥିରୁ ପାଣି ବୁହାଇଲ ଏବଂ ତୁମ୍ଭେ ନଦୀସବୁକୁ ଶୁଷ୍କ କରାଇଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ।