Psalms 74:16 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ଦିବସ ଓ ରାତ୍ରିର ଶାସକ, ତୁମ୍ଭେ ଚନ୍ଦ୍ର ଓ ସୂର୍ୟ୍ଯ ପ୍ରସ୍ତୁତ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଦିବସ ଓ ରାତ୍ରିର ଶାସକ, ତୁମ୍ଭେ ଚନ୍ଦ୍ର ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।