Psalms 74:17 — Compare Translations
5 translations compared side by side
Odia - 1840
"ତୁମ୍ଭେ ପୃଥିବୀର ସମସ୍ତ ସୀମା ନିର୍ଦ୍ଧାରଣ କରିଅଛ। ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପୃଥିବୀର ସମସ୍ତ ସୀମା ନିର୍ଦ୍ଧାରଣ କରିଅଛ। ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।