Psalms 74:18 — Compare Translations
5 translations compared side by side
Odia - 1840
"ଅନନ୍ତର ସଦାପ୍ରଭୁ, ଶତ୍ରୁମାନେ ତୁମ୍ଭର ନାମକୁ ଅପମାନିତ କରିଥିବା କଥାଗୁଡ଼ିକ ମନେ ପକାଅ ୟେ, କିପରି ସହେି ମୂର୍ଖ ଲୋକମାନେ ତୁମ୍ଭରି ନାମକୁ ଅପମାନିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଶତ୍ରୁ ଧିକ୍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ସଦାପ୍ରଭୁ, ଶତ୍ରୁମାନେ ତୁମ୍ଭର ନାମକୁ ଅପମାନିତ କରିଥିବା କଥାଗୁଡ଼ିକ ମନେ ପକାଅ ଯେ, କିପରି ସେହି ମୂର୍ଖ ଲୋକମାନେ ତୁମ୍ଭରି ନାମକୁ ଅପମାନିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଶତ୍ରୁ ଧିକ୍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଶତ୍ରୁ ଧିକ୍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର।