Psalms 74:19 — Compare Translations
5 translations compared side by side
Odia - 1840
"ତୁମ୍ଭ କପୋତକୁ ବନ୍ଯ ପଶୁକୁ ସମର୍ପଣ କରି ନାହିଁ। ଆପଣା ଦୁଃଖୀ ଲୋକକୁ ସବୁଦିନ ପାଇଁ ଭୁଲି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ, ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ କପୋତକୁ, ବନ୍ୟ ପଶୁକୁ ସମର୍ପଣ କର ନାହିଁ। ଆପଣା ଦୁଃଖୀ ଲୋକକୁ ସବୁଦିନ ପାଇଁ ଭୁଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ, ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ, ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ।