Psalms 74:2 — Compare Translations

5 translations compared side by side

Odia - 1840
"ପୂର୍ବରୁ ତୁମ୍ଭର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭର ନିଜର କଲ। ତୁମ୍ଭର ଖୁବ୍ ନିଜର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭେ ରକ୍ଷା କଲ ଏବଂ ସିଯୋନ୍ ପର୍ବତକୁ ସ୍ମରଣ କର ଯେଉଁଠାରେ ତୁମ୍ଭେ ବାସ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ତଳୀକି ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ପୂର୍ବରୁ ତୁମ୍ଭର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭର ନିଜର କଲ। ତୁମ୍ଭର ଖୁବ୍ ନିଜର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭେ ରକ୍ଷା କଲ ଏବଂ ସିୟୋନ ପର୍ବତକୁ ସ୍ମରଣ କର ଯେଉଁଠାରେ ତୁମ୍ଭେ ବାସ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ଡଳୀକୁ ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର।
Odia IRV 2017 (ଓଡିଆ ବାଇବେଲ)
ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ଡଳୀକୁ ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର।