Psalms 74:20 — Compare Translations

5 translations compared side by side

Odia - 1840
"ଆମ୍ଭମାନଙ୍କ ଚୁକ୍ତି ପୂରଣ କର। ଏହି ଭୂମିର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ଯରେ ପରିପୂର୍ଣ୍ଣ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିୟମ ପ୍ରତି ଦୃଷ୍ଟି ରଖ; କାରଣ ପୃଥିବୀର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟର ବସତିରେ ପରିପୂର୍ଣ୍ଣ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କ ଚୁକ୍ତି ପୂରଣ କର। ଏହି ଭୂମିର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିୟମ ପ୍ରତି ଦୃଷ୍ଟି ରଖ; କାରଣ ପୃଥିବୀର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟର ବସତିରେ ପରିପୂର୍ଣ୍ଣ।
Odia IRV 2017 (ଓଡିଆ ବାଇବେଲ)
ନିୟମ ପ୍ରତି ଦୃଷ୍ଟି ରଖ; କାରଣ ପୃଥିବୀର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟର ବସତିରେ ପରିପୂର୍ଣ୍ଣ।