Psalms 74:21 — Compare Translations
5 translations compared side by side
Odia - 1840
"କଷ୍ଟ ପାଉଥିବା ଲୋକମାନଙ୍କୁ ଆଉ ଲଜ୍ଜିତ ହବୋକୁ ଦିଅ ନାହିଁ। ଗରିବ ଏବଂ ଅଭାବୟୁକ୍ତ ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉଣ! ଦରିଦ୍ର ଓ ଦୀନହୀନ ତୁମ୍ଭ ନାମର ପ୍ରଶଂସା କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
କଷ୍ଟ ପାଉଥିବା ଲୋକମାନଙ୍କୁ ଆଉ ଲଜ୍ଜିତ ହେବାକୁ ଦିଅ ନାହିଁ। ଗରିବ ଏବଂ ଅଭାବ୍ୟକ୍ତି ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉ! ଦରିଦ୍ର ଓ ଦୀନହୀନ ତୁମ୍ଭ ନାମର ପ୍ରଶଂସା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉ! ଦରିଦ୍ର ଓ ଦୀନହୀନ ତୁମ୍ଭ ନାମର ପ୍ରଶଂସା କରନ୍ତୁ।