Psalms 74:22 — Compare Translations
5 translations compared side by side
Odia - 1840
"ପରମେଶ୍ବର, ଉଠ ଏବଂ ତୁମ୍ଭର ସମ୍ମାନ ରକ୍ଷା କର। ମୂର୍ଖ ଲୋକମାନେ କିପରି ଦିନୟାକ ତୁମ୍ଭକୁ ଅପମାନିତ କରୁଛନ୍ତି ସ୍ମରଣ କର!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ଦିନଯାକ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର, ଉଠ ଏବଂ ତୁମ୍ଭର ସମ୍ମାନ ରକ୍ଷା କର। ମୂର୍ଖ ଲୋକମାନେ କିପରି ଦିନଯାକ ତୁମ୍ଭକୁ ଅପମାନିତ କରୁଛନ୍ତି ସ୍ମରଣ କର!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ସାରାଦିନ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ସାରାଦିନ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର।