Psalms 74:23 — Compare Translations

5 translations compared side by side

Odia - 1840
"ତୁମ୍ଭର ଶତ୍ରୁମାନଙ୍କର ଉଦ୍ଘୋଷ କବେେ ଭୁଲିୟାଅ ନାହିଁ। ସମାନେେ ତୁମ୍ଭକୁ ବାରମ୍ବାର ଅପମାନିତ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ବିପକ୍ଷଗଣର ରବ ବିସ୍ମୃତ ହୁଅ ନାହିଁ; ତୁମ୍ଭ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କର କଳହ ନିରନ୍ତର ଉଠୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଶତ୍ରୁମାନଙ୍କର ଉ‌ଦ୍‌ଘୋଷ କେବେ ଭୁଲିଯାଅ ନାହିଁ। ସେମାନେ ତୁମ୍ଭକୁ ବାରମ୍ବାର ଅପମାନିତ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ବିପକ୍ଷଗଣର ରବ ବିସ୍ମୃତ ହୁଅ ନାହିଁ; ତୁମ୍ଭ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କର କଳହ ନିରନ୍ତର ଉଠୁଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ବିପକ୍ଷଗଣର ରବ ବିସ୍ମୃତ ହୁଅ ନାହିଁ; ତୁମ୍ଭ ବିରୁଦ୍ଧରେ ଉତ୍‍ଥିତ ଲୋକମାନଙ୍କର କଳହ ନିରନ୍ତର ଉଠୁଅଛି।