Psalms 74:3 — Compare Translations
5 translations compared side by side
Odia - 1840
"ପରମେଶ୍ବର, ସହେି ପ୍ରାଚୀନର ଭଗ୍ନାବଶଷେ ଉପରେ ଚାଲନ୍ତୁ। ଯେଉଁଠାରେ ଶତ୍ରୁମାନେ ମନ୍ଦିରର ସବୁକିଛି ନଷ୍ଟ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର, ସେହି ପ୍ରାଚୀନର ଭଗ୍ନାବଶେଷ ଉପରେ ଗ୍ଭଲନ୍ତୁ। ଯେଉଁଠାରେ ଶତ୍ରୁମାନେ ମନ୍ଦିରର ସବୁକିଛି ନଷ୍ଟ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି।
Recommended Reading