Psalms 74:4 — Compare Translations

5 translations compared side by side

Odia - 1840
"ତୁମ୍ଭର ଶତ୍ରୁଗଣ ବାହାର ମନ୍ଦିରରେ ୟୁଦ୍ଧ ଧ୍ବନି କଲେ। ସମାନେେ ତାଙ୍କର ବିଜଯଧ୍ବଜା ମନ୍ଦିର ଉପରେ ଉଡ଼ାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ଵଜା ସ୍ଥାପନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଶତ୍ରୁଗଣ ବାହାର ମନ୍ଦିରରେ ଯୁଦ୍ଧ ଧ୍ୱନି କଲେ। ସେମାନେ ତାଙ୍କର ବିଜୟଧ୍ୱଜା ମନ୍ଦିର ଉପରେ ଉଡ଼ାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ୱଜା ସ୍ଥାପନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ୱଜା ସ୍ଥାପନ କରିଅଛନ୍ତି।