Psalms 74:5 — Compare Translations
5 translations compared side by side
Odia - 1840
"ଜଙ୍ଗଲରେ କୁରାଢ଼ୀ ବ୍ଯବହାର କରୁଥିବା ଲୋକମାନଙ୍କ ପରି ଶତ୍ରୁ ସୈନ୍ଯମାନେ ଦଖାଯାେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖା ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଜଙ୍ଗଲରେ କୁରାଢ଼ୀ ବ୍ୟବହାର କରୁଥିବା ଲୋକମାନଙ୍କ ପରି ଶତ୍ରୁ ସୈନ୍ୟମାନେ ଦେଖାଯାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖାଗଲେ।
Odia IRV 2017 (ଓଡିଆ ବାଇବେଲ)
ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖା ଗଲେ।