Psalms 74:6 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ସମାନେେ କୁରାଢ଼ି ଓ ଟାଙ୍ଗିଆ ଦ୍ବାରା ତୁମ୍ଭ ମନ୍ଦିରର ଖାଦେିତ କାଠ ପଟାଗୁଡ଼ିକ ନଷ୍ଟ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ଵାରା ଏକାବେଳେ ତହିଁର ଖୋଦିତ କର୍ମସବୁ ଭାଙ୍ଗି ପକାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ସେମାନେ କୁହ୍ରାଡ଼ି ଓ ଟାଙ୍ଗିଆ ଦ୍ୱାରା ତୁମ୍ଭ ମନ୍ଦିରର ଖୋଦିତ କାଠ ପଟାଗୁଡ଼ିକ ନଷ୍ଟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ୱାରା ଏକାବେଳେ ତହିଁର ଖୋଦିତ କର୍ମସବୁ ଭାଙ୍ଗି ପକାନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ୱାରା ଏକାବେଳେ ତହିଁର ଖୋଦିତ କର୍ମସବୁ ଭାଙ୍ଗି ପକାନ୍ତି।