Psalms 74:7 — Compare Translations

5 translations compared side by side

Odia - 1840
"ସହେି ସୈନ୍ଯଗଣ ତୁମ୍ଭ ପବିତ୍ର ସ୍ଥାନକୁ ଜାଳି ଦେଲେ। ସହେି ମନ୍ଦିର ତୁମ୍ଭ ନାମର ସମ୍ମାନାର୍ଥେ ତିଆରି ହାଇେଥିଲା, କିନ୍ତୁ ସମାନେେ ତାକୁ ଅଶୁଚି କରି ଧୂଳିସାତ୍ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସୈନ୍ୟଗଣ ତୁମ୍ଭ ପବିତ୍ର ସ୍ଥାନକୁ ଜାଳି ଦେଲେ। ସେହି ମନ୍ଦିର ତୁମ୍ଭ ନାମର ସମ୍ମାନାର୍ଥେ ତିଆରି ହୋଇଥିଲା, କିନ୍ତୁ ସେମାନେ ତାକୁ ଅଶୁଚି କରି ଧୂଳିସାତ୍ କରି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍‍ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍‍ କରିଅଛନ୍ତି।