Psalms 74:8 — Compare Translations

5 translations compared side by side

Odia - 1840
"ସମାନେେ ନିଷ୍ପତ୍ତି କଲେ, ଆମ୍ଭମାନଙ୍କୁ ପୂରାପୂରି ଧ୍ବଂସ କରିବାକୁ ସମାନେେ ଦେଶ ମଧ୍ୟରେ ପରମେଶ୍ବରଙ୍କର ସକଳ ପବିତ୍ରସ୍ଥାନ ଦଗ୍ଦ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମନେ ମନେ କହିଲେ, ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ; ସେମାନେ ଦେଶ ମଧ୍ୟରେ ପରମେଶ୍ଵରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କୁ ପୂରାପୂରି ଧ୍ୱଂସ କରିବାକୁ ସେମାନେ ନିଷ୍ପତ୍ତି କଲେ, ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ପବିତ୍ର ସ୍ଥାନ ଦ‌‌ଗ୍‌‌ଧ କରି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମନେ ମନେ କହିଲେ, “ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ;” ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମନେ ମନେ କହିଲେ, ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ; ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି।