Psalms 74:9 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ନିଜ ଚିହ୍ନସବୁ ଦେଖୁ ନାହୁଁ। କୌଣସି ଭବିଷ୍ଯଦ୍ବକ୍ତା ଆଉ ନାହାନ୍ତି। କ'ଣ କରିବାକୁ ହବେ କହେି ଜାଣନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ। କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହାନ୍ତି। କ’ଣ କରିବାକୁ ହେବ କେହି ଜାଣନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।