Psalms 75:1 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ଆମ୍ଭମାନେେ ତୁମ୍ଭଙ୍କୁ ପ୍ରଶଂସା କରୁଛୁ। ଆମ୍ଭମାନେେ ତୁମ୍ଭଙ୍କୁ ଧନ୍ଯବାଦ କରୁଛ! କାରଣ ତୁମ୍ଭେ ଅତି ନିକଟବର୍ତ୍ତୀ ଲୋକମାନେ ତୁମ୍ଭର ଆଶ୍ଚର୍ୟ୍ଯ କ୍ରିଯା ସକଳ ବର୍ଣ୍ଣନା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ; ଅଲ୍-ତଶ୍ହେତ୍ ସ୍ଵରରେ ଆସଫର ଗୀତ । ହେ ପରମେଶ୍ଵର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ। “ନଷ୍ଟ କର ନାହିଁ” ସ୍ୱରରେ ଆସଫର ଗୀତ। ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ପ୍ରଶଂସା କରୁଛୁ। ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ କରୁଛୁ! କାରଣ ତୁମ୍ଭେ ଅତି ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟା ସକଳ ବର୍ଣ୍ଣନା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରନ୍ତି।