Psalms 75:10 — Compare Translations
5 translations compared side by side
Odia - 1840
"ପରମେଶ୍ବର କହନ୍ତି, ମୁଁ ଦୁଷ୍ଟ ଲୋକମାନଙ୍କର ଶକ୍ତିସବୁ ପୋଛି ଦବେି ଏବଂ ଧାର୍ମିକ ଲୋକମାନଙ୍କର ଶକ୍ତି ଉଚ୍ଚ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା । ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହନ୍ତି, “ମୁଁ ଦୁଷ୍ଟ ଲୋକମାନଙ୍କର ଶକ୍ତିସବୁ ପୋଛି ଦେବି ଏବଂ ଧାର୍ମିକ ଲୋକମାନଙ୍କର ଶକ୍ତି ଉଚ୍ଚ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା। ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ।
Odia IRV 2017 (ଓଡିଆ ବାଇବେଲ)
“ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା। ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ।”