Psalms 75:2 — Compare Translations

5 translations compared side by side

Odia - 1840
"ପରମେଶ୍ବର କହିଲେ, ମୁଁ ବିଚାର ଦିନ ନିରୂପିତ କଲେ। ମୁଁ ନିରପେକ୍ଷଭାବେ ବିଚାର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ମୁଁ ବିଗ୍ଭର ଦିନ ନିରୂପିତ କଲେ, ମୁଁ ନିରପେକ୍ଷଭାବେ ବିଗ୍ଭର କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା।