Psalms 75:3 — Compare Translations

5 translations compared side by side

Odia - 1840
"ପୃଥିବୀ ଓ ତହିଁରେ ବାସ କରୁଥିବା ସମସ୍ତ ଜୀବନ ଟଳମଳ ହାଇେ ପତନ ହବୋକୁ ଯାଉଛନ୍ତି। କିନ୍ତୁ ମୁଁ ତାକୁ ସ୍ଥିର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀ ଓ ତହିଁରେ ବାସ କରୁଥିବା ସମସ୍ତ ଜୀବନ ଟଳମଳ ହୋଇ ପତନ ହେବାକୁ ଯାଉଛନ୍ତି, କିନ୍ତୁ ମୁଁ ତାକୁ ସ୍ଥିର କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। [ସେଲା]