Psalms 75:4 — Compare Translations

5 translations compared side by side

Odia - 1840
"କିଛି ଲୋକ ବହୁତ ଗର୍ବୀ, ସମାନେେ ଭାବନ୍ତି ସମାନେେ ବହୁତ ଶକ୍ତିଶାଳୀ। ଏବଂ ନିଜକୁ ବହୁତ ମୁଖ୍ଯବ୍ଯକ୍ତି ବୋଲି ଭାବନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଗର୍ବୀକି କହିଲୁ, ଗର୍ବାଚରଣ କର ନାହିଁ; ଆମ୍ଭେ ଦୁଷ୍ଟକୁ କହିଲୁ, ଶୃଙ୍ଗ ଉଠାଅ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“କିଛି ଲୋକ ବହୁତ ଗର୍ବୀ, ସେମାନେ ଭାବନ୍ତି ସେମାନେ ବହୁତ ଶକ୍ତିଶାଳୀ। ଏବଂ ନିଜକୁ ବହୁତ ମୁଖ୍ୟବ୍ୟକ୍ତି ବୋଲି ଭାବନ୍ତି। କିନ୍ତୁ ମୁଁ ସେହି ଲୋକମାନଙ୍କୁ କହେ, ‘ଆତ୍ମଶ୍ଲାଘା ହୁଅ ନାହିଁ’ ‘ଗର୍ବ କର ନାହିଁ।‌”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,” ଆମ୍ଭେ ଦୁଷ୍ଟକୁ କହିଲୁ, “ଶୃଙ୍ଗ ଉଠାଅ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,” ଆମ୍ଭେ ଦୁଷ୍ଟକୁ କହିଲୁ, “ଶୃଙ୍ଗ ଉଠାଅ ନାହିଁ;