Psalms 75:6 — Compare Translations

5 translations compared side by side

Odia - 1840
"କୌଣସି ବ୍ଯକ୍ତିକୁ ମହତ୍ବପୂର୍ଣ୍ଣ କରିବାରେ ପୃଥିବୀର କୌଣସି ଶକ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପୂର୍ବ ଦିଗରୁ, କି ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ବ୍ୟକ୍ତିକୁ ମହତ୍ତ୍ୱପୂର୍ଣ୍ଣ କରିବାରେ ପୃଥିବୀର କୌଣସି ଶକ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପୂର୍ବ ଦିଗରୁ, କିମ୍ବା ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ପୂର୍ବ ଦିଗରୁ, କିମ୍ବା ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ।