Psalms 75:7 — Compare Translations
5 translations compared side by side
Odia - 1840
"ପରମେଶ୍ବର ବିଚାରକର୍ତ୍ତା ଅଟନ୍ତି ଏବଂ ପରମେଶ୍ବର ନିଷ୍ପତ୍ତି ନବେେ କିଏ ୟେ ମହାନ୍ ହବେ। ପରମେଶ୍ବର ହିଁ ୟେ କୌଣସି ବ୍ଯକ୍ତିକୁ ମହତ୍ବପୂର୍ଣ୍ଣ ସ୍ଥାନରେ ସ୍ଥାପନ କରିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପରମେଶ୍ଵର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ବିଗ୍ଭରକର୍ତ୍ତା ଅଟନ୍ତି ଏବଂ ପରମେଶ୍ୱର ନିଷ୍ପତ୍ତି ନେବେ କିଏ ଯେ ମହାନ ହେବ। ପରମେଶ୍ୱର ହିଁ ଯେକୌଣସି ବ୍ୟକ୍ତିକୁ ମହତ୍ତ୍ୱପୂର୍ଣ୍ଣ ସ୍ଥାନରେ ସ୍ଥାପନ କରି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି।