Psalms 75:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ହସ୍ତରେ ଏକ ପିଆଲା ଅଛି, ୟାହାକି ବିଷାକ୍ତ ଦ୍ରାକ୍ଷାରସରେ ପରିପୂର୍ଣ୍ଣ। ତାହା ମିଶ୍ରିତ ଦ୍ରବ୍ଯରେ ପୂର୍ଣ୍ଣ ଓ ସେ ତହିଁରୁ ଢ଼ାଳିବେ ଏବଂ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ପାନୀଯ ନିଗାଡ଼ି ପିଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ହସ୍ତରେ ଏକ ପିଆଲା ଅଛି, ଯାହାକି ବିଷାକ୍ତ ଦ୍ରାକ୍ଷାରସରେ ପରିପୂର୍ଣ୍ଣ। ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳିବେ ଏବଂ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ପାନୀୟ ନିଗାଡ଼ି ପିଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।