Psalms 75:9 — Compare Translations

5 translations compared side by side

Odia - 1840
"ମୁଁ ଏହିସବୁ ବିଷଯରେ ସଦାକାଳ ପ୍ରଚାର କରିବି। ମୁଁ ଇଶ୍ରାୟେଲ ପରମେଶ୍ବରଙ୍କର ପ୍ରଶଂସା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ସଦାକାଳ ପ୍ରଚାର କରିବି, ମୁଁ ଯାକୁବର ପରମେଶ୍ଵରଙ୍କର ପ୍ରଶଂସା ଗାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହିସବୁ ବିଷୟରେ ସଦାକାଳ ପ୍ରଗ୍ଭର କରିବି। ମୁଁ ଇସ୍ରାଏଲ ପରମେଶ୍ୱରଙ୍କର ପ୍ରଶଂସା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ସଦାକାଳ ପ୍ରଚାର କରିବି, ମୁଁ ଯାକୁବର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ସଦାକାଳ ପ୍ରଚାର କରିବି, ମୁଁ ଯାକୁବର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।