Psalms 76:1 — Compare Translations
5 translations compared side by side
Odia - 1840
"ପରମେଶ୍ବର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି। ଇଶ୍ରାୟେଲ ମଧ୍ୟରେ ତାଙ୍କ ନାମ ମହତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ । ପରମେଶ୍ଵର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ। ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି। ଇସ୍ରାଏଲ ମଧ୍ୟରେ ତାଙ୍କ ନାମ ମହତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ।