Psalms 76:10 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ଯେତବେେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି। ତୁମ୍ଭେ ଆପଣା କୋର୍ଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ ଶକ୍ତିଶାଳୀ ହୁଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟର କ୍ରୋଧ ନିତା; ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ଵାରା ଆପଣା କଟିବନ୍ଧନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଯେତେବେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି। ତୁମ୍ଭେ ଆପଣା କ୍ରୋଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ ଶକ୍ତିଶାଳୀ ହୁଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।