Psalms 76:11 — Compare Translations

5 translations compared side by side

Odia - 1840
"ଲୋକମାନେ ପରମେଶ୍ବରଙ୍କଠାରେ ମାନସିକ କରନ୍ତି, ଏବଂ ସସବେୁକୁ ପରମେଶ୍ବରଙ୍କଠାରେ ଅର୍ପଣ କରନ୍ତି। ଲୋକମାନେ ଚତୁର୍ଦ୍ଦିଗରେ ଥିବା ଜାତିଗଣ ପରମେଶ୍ବରଙ୍କ ନିକଟକୁ ଉପହାର ଆଣିବା ଉଚିତ୍, ଯେଉଁମାନେ କି ସମ୍ମାନ ପାଇଁ ଉପୟୁକ୍ତ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ପରମେଶ୍ୱରଙ୍କଠାରେ ମାନସିକ କରନ୍ତି, ଏବଂ ସେସବୁକୁ ପରମେଶ୍ୱରଙ୍କଠାରେ ଅର୍ପଣ କରନ୍ତି। ଲୋକମାନେ ଚତୁର୍ଦ୍ଦିଗରେ ଥିବା ଜାତିଗଣ ପରମେଶ୍ୱରଙ୍କ ନିକଟକୁ ଉପହାର ଆଣିବା ଉଚିତ୍, ଯେଉଁମାନେ କି ସମ୍ମାନ ପାଇଁ ଉପଯୁକ୍ତ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ।