Psalms 76:12 — Compare Translations

5 translations compared side by side

Odia - 1840
"ପରମେଶ୍ବର ମହାନ୍ ନେତାମାନଙ୍କୁ ପରାସ୍ତ କରନ୍ତି। ପୃଥିବୀର ସମସ୍ତ ରାଜା ତାହାଙ୍କୁ ଭୟ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମହାନ ନେତାମାନଙ୍କୁ ପରାସ୍ତ କରନ୍ତି। ପୃଥିବୀର ସମସ୍ତ ରାଜା ତାହାଙ୍କୁ ଭୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।