Psalms 76:2 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କର ମନ୍ଦିର ଶାଲମରେେ ଅବସ୍ଥିତ। ପରମେଶ୍ବରଙ୍କର ବାସସ୍ଥାନ ସିୟୋନ୍ ପର୍ବତରେ ଅବସ୍ଥିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଶାଲେମ୍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ମନ୍ଦିର ଶାଲେମରେ ଅବସ୍ଥିତ। ପରମେଶ୍ୱରଙ୍କର ବାସସ୍ଥାନ ସିୟୋନ ପର୍ବତରେ ଅବସ୍ଥିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଶାଲେମ୍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଶାଲେମ୍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ।