Psalms 76:3 — Compare Translations

5 translations compared side by side

Odia - 1840
"ସହେି ସ୍ଥାନରେ ପରମେଶ୍ବର ଧନୁର୍ବାଣ, ଢ଼ାଲ, ଖଡ୍ଗ ଏବଂ ସମସ୍ତ ୟୁଦ୍ଧାସ୍ତ୍ର ଭଙ୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରେ ସେ ଧନୁତୀରସବୁ, ଢାଲ ଓ ଖଡ଼୍‍ଗ ଓ ଯୁଦ୍ଧ ଭଙ୍ଗ କଲେ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ଥାନରେ ପରମେଶ୍ୱର ଧନୁର୍ବାଣ, ଢାଲ, ଖ‌ଡ଼୍‌ଗ ଏବଂ ସମସ୍ତ ଯୁଦ୍ଧାସ୍ତ୍ର ଭଙ୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରେ ସେ ଧନୁତୀରସବୁ, ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ସେଠାରେ ସେ ଧନୁତୀରସବୁ, ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। [ସେଲା]