Psalms 76:5 — Compare Translations
5 translations compared side by side
Odia - 1840
"ସହେି ସୈନିକମାନେ ଭାବୁଥିଲେ, ସମାନେେ ଅତି ଶକ୍ତିଶାଳୀ ଯୋଦ୍ଧା ଅଟନ୍ତି। କିନ୍ତୁ ସମାନେେ ବର୍ତ୍ତମାନ ୟୁଦ୍ଧ ଭୂମିରେ ମରିପଡ଼ିଛନ୍ତି। ସମାନଙ୍କେର ଶରୀର କ୍ଷତବିକ୍ଷତ ହାଇେଅଛି। ସହେି ଯୋଦ୍ଧା ସୈନିକମାନଙ୍କ ମଧ୍ଯରୁ କହେି ହସ୍ତ ଉଠାଇ ପାରି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସୈନିକମାନେ ଭାବୁଥିଲେ, ସେମାନେ ଅତି ଶକ୍ତିଶାଳୀ ଯୋଦ୍ଧା ଅଟନ୍ତି। କିନ୍ତୁ ସେମାନେ ବର୍ତ୍ତମାନ ଯୁଦ୍ଧ ଭୂମିରେ ମରିପଡ଼ିଛନ୍ତି। ସେମାନଙ୍କର ଶରୀର କ୍ଷତବିକ୍ଷତ ହୋଇଅଛି। ସେହି ଯୋଦ୍ଧା ସୈନିକମାନଙ୍କ ମଧ୍ୟରୁ କେହି ହସ୍ତ ଉଠାଇ ପାରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ।