Psalms 76:6 — Compare Translations
5 translations compared side by side
Odia - 1840
"ୟାକୁବର ପରମେଶ୍ବର, ଯେତବେେଳେ ତୁମ୍ଭେ ଆପଣାର ୟୁଦ୍ଧରବ କଲ, ସମାନଙ୍କେର ଅଶ୍ବଗଣ ଏବଂ ରଥା ରୋହୀଗଣ ପଡ଼ି ମୃତ୍ଯୁବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯାକୁବର ପରମେଶ୍ଵର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ଵ ମହାନିଦ୍ରିତ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବର ପରମେଶ୍ୱର, ଯେତେବେଳେ ତୁମ୍ଭେ ଆପଣାର ଯୁଦ୍ଧରବ କଲ, ସେମାନଙ୍କର ଅଶ୍ୱଗଣ ଏବଂ ରଥାରୋହୀଗଣ ପଡ଼ି ମୃତ୍ୟୁବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯାକୁବର ପରମେଶ୍ୱର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ଯାକୁବର ପରମେଶ୍ୱର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି।