Psalms 76:7 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭେ ହିଁ ସମସ୍ତଙ୍କ ଦ୍ବାରା ଭୟର ପାତ୍ର। ତୁମ୍ଭେ ଥରେ କୋର୍ଧ କଲେ, କହେି ତୁମ୍ଭ ସାକ୍ଷାତରେ ଠିଆ ହାଇେ ପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୁଦ୍ଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ?
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ହିଁ ସମସ୍ତଙ୍କ ଦ୍ୱାରା ଭୟର ପାତ୍ର। ତୁମ୍ଭେ ଥରେ କ୍ରୋଧ କଲେ, କେହି ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ?