Psalms 77:1 — Compare Translations

5 translations compared side by side

Odia - 1840
"ମୁଁ, ସ୍ବର ସହିତ ପରମେଶ୍ବରଙ୍କୁ ସାହାୟ୍ଯ ପାଇଁ କ୍ରନ୍ଦନ କରିବି। ମୁଁ ପରମେଶ୍ବରଙ୍କ ଠାରେ କ୍ରନ୍ଦନ କରିବି ୟେ, ସେ ମାେ ଗୁହାରି ପ୍ରତି କର୍ଣ୍ଣପାତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଆସଫର ଗୀତ । ମୁଁ ପରମେଶ୍ଵରଙ୍କ ନିକଟରେ ସ୍ଵରବରେ କାକୁକ୍ତି କରିବି; ପରମେଶ୍ଵରଙ୍କ ନିକଟରେ ହିଁ ସ୍ଵରବରେ କାକୁକ୍ତି କରିବି, ତହିଁରେ ସେ ମୋʼ ପ୍ରତି କର୍ଣ୍ଣପାତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୁଥୂନର ରୀତିନୁସାରେ ଆସଫର ଗୀତ। ମୁଁ, ସ୍ୱର ସହିତ ପରମେଶ୍ୱରଙ୍କୁ ସାହାଯ୍ୟ ପାଇଁ କ୍ରନ୍ଦନ କରିବି। ମୁଁ ପରମେଶ୍ୱରଙ୍କଠାରେ କ୍ରନ୍ଦନ କରିବି ଯେ, ସେ ମୋ’ ଗୁହାରି ପ୍ରତି କର୍ଣ୍ଣପାତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋʼ ପ୍ରତି କର୍ଣ୍ଣପାତ କରିବେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋ’ ପ୍ରତି କର୍ଣ୍ଣପାତ କରିବେ।