Psalms 77:10 — Compare Translations

5 translations compared side by side

Odia - 1840
"ଏହାପରେ ମୁଁ ଚିନ୍ତା କଲି, ଏସବୁ ମାେତେ ବିବ୍ରତ କରୁଅଛି, 'ସର୍ବୋପରିସ୍ଥ ପରମେଶ୍ବର କ'ଣ ତାଙ୍କର ଶକ୍ତି ହରାଇ ଅଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ କହିଲି, ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୁଁ ଚିନ୍ତା କଲି, “ଏସବୁ ମୋତେ ବିବ୍ରତ କରୁଅଛି, ‘ସର୍ବୋପରିସ୍ଥ ପରମେଶ୍ୱର କ’ଣ ତାଙ୍କର ଶକ୍ତି ହରାଇ ଅଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।”