Psalms 77:11 — Compare Translations

5 translations compared side by side

Odia - 1840
"ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ। ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ୟ୍ଯ କର୍ମସବୁ ମୁଁ ମନେ ପପାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ। ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ମୁଁ ମନେ ପପାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି।