Psalms 77:12 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭର କର୍ମ ଉପରେ ପ୍ରତିଫଳିତ କରାଏ ଏବଂ କାର୍ୟ୍ଯକୁ ଅନୁଧ୍ଯାନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର କର୍ମ ଉପରେ ପ୍ରତିଫଳିତ କରାଏ ଏବଂ କାର୍ଯ୍ୟକୁ ଅନୁଧ୍ୟାନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି।