Psalms 77:13 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭର ପଥସବୁ ପବିତ୍ର। ତୁମ୍ଭପରି ମହାନ କହେି ପରମେଶ୍ବର ନାହାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ପବିତ୍ରତାରେ ତୁମ୍ଭର ପଥ ଥାଏ; ପରମେଶ୍ଵରଙ୍କ ତୁଲ୍ୟ ମହାନ ପରମେଶ୍ଵର କିଏ?
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭର ପଥସବୁ ପବିତ୍ର। ତୁମ୍ଭପରି ମହାନ କେହି ପରମେଶ୍ୱର ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ତୁମ୍ଭର ପଥ ପବିତ୍ର ଅଟେ; ପରମେଶ୍ୱରଙ୍କ ତୁଲ୍ୟ ମହାନ ପରମେଶ୍ୱର କିଏ?
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ତୁମ୍ଭର ପଥ ପବିତ୍ର ଅଟେ; ପରମେଶ୍ୱରଙ୍କ ତୁଲ୍ୟ ମହାନ ପରମେଶ୍ୱର କିଏ?