Psalms 77:14 — Compare Translations

5 translations compared side by side

Odia - 1840
"ତୁମ୍ଭେ ହେଉଛ ପରମେଶ୍ବର ୟିଏକି ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରନ୍ତି। ତୁମ୍ଭେ ଗୋଷ୍ଠୀଯମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆଶ୍ଚର୍ଯ୍ୟକର୍ମକର୍ତ୍ତା ପରମେଶ୍ଵର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ହେଉଛ ପରମେଶ୍ୱର ଯିଏକି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି। ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।