Psalms 77:15 — Compare Translations

5 translations compared side by side

Odia - 1840
"ତୁମ୍ଭର ଶକ୍ତିଦ୍ବାରା ତୁମ୍ଭ ଲୋକମାନଙ୍କୁ ରକ୍ଷା କରିଅଛ। ୟାକୁବ ଓ ୟୋଷଫରେ ସନ୍ତାନଗଣକୁ ରକ୍ଷା କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଶକ୍ତିଦ୍ୱାରା ତୁମ୍ଭ ଲୋକମାନଙ୍କୁ ରକ୍ଷା କରିଅଛ। ଯାକୁବ ଓ ଯୋଷେଫର ସନ୍ତାନଗଣକୁ ରକ୍ଷା କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ।