Psalms 77:16 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭକୁ ଦେଖି ଜଳରାଶି ଡ଼ରିଗଲା। ଗଭୀର ସମୁଦ୍ର ଭୟରେ ଥରି ଉଠିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ଜଳରାଶି ତୁମ୍ଭଙ୍କୁ ଦେଖିଲା, ଜଳରାଶି ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭକୁ ଦେଖି ଜଳରାଶି ଡରିଗଲା। ଗଭୀର ସମୁଦ୍ର ଭୟରେ ଥରି ଉଠିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା, ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା, ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା।